ଢେଙ୍କାନାଳ :ବିଜେପିର ବରିଷ୍ଠ ନେତା ତଥା ପ୍ରାକ୍ତନ ରାଜ୍ୟସଭା ସାଂସଦ ରୁଦ୍ର ନାରାୟଣ ପାଣି ଗତ କିଛିଦିନ ହେଲା ଅସୁସ୍ଥତା ହେତୁ ଦିଲ୍ଲୀ ଏମସ ହଷ୍ପିଟାଲରେ ଚିକିତ୍ସାଧିନ ଥିଲେ ।
ଏବେ ସମ୍ପୁର୍ଣ୍ଣ ସୁସ୍ଥ ହୋଇ ଗତ ୩୦ ତାରିଖ ଶୁକ୍ରବାର ଦିନ ଢେଙ୍କାନାଳରେ ପହଞ୍ଚବା । ମାତ୍ରେ ବିଜେପି କାର୍ଯ୍ୟକର୍ତାଙ୍କ ମନରେ ଖୁସିର ଲହରି ଖେଳିଯାଇଥିଲା ।
ଜିଲ୍ଲା ସଭାପତି ନରେଶ ଚନ୍ଦ୍ର ମହାପାତ୍ର, ପୁର୍ବତନ ମନ୍ତ୍ରୀ ଅଞଳି ବେହେରା, ପୁର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ପାତ୍ର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଭୂତି ପ୍ରଧାନ, ଶତୃଘ୍ନ ଜେନା, ନିରୋଜ ନଳିନୀ ମହାଳିକ, ଢେଙ୍କାନାଳ ଓ ଅନୁଗୁଳ ଲୋକସଭା କ୍ଷେତ୍ରର ସଂଯୋଜକ ପ୍ରେମାନନ୍ଦ ଜେନା, ରାଜ୍ୟ କୃଷକ ମୋର୍ଚା ଉପସଭାପତି ରାମଚନ୍ଦ୍ର ପାତ୍ର, ଜିଲ୍ଲା ମିଡିଆ ସେଲ୍ ପ୍ରଭାରୀ ନବ କିଶୋର ଗୁରୁ, ପୁର୍ବତନ ନଗରପାଳ ସୁନିଲ୍ ଶର୍ମା, ଜିଲ୍ଲା ଉପସଭାପତି ବିଷ୍ଣୁ ପ୍ରସାଦ ଲେଙ୍କା, ମାତୃପ୍ରସାଦ ନନ୍ଦ, ସନାତନ ବେହେରା, ଭାରତୀ ସ୍ୱାଇଁ, ଜିଲ୍ଲା ସାଧାରଣ ସମ୍ପାଦକ ରତିକାନ୍ତ ସାହୁ, ରାସବିହାରୀ ବେହେରା, ରାଜ୍ୟ ଯୁବମୋର୍ଚା ସାଧାରଣ ସମ୍ପାଦକ ଦୀପକ ଗୋଚ୍ଛାୟତ, କାର୍ଯ୍ୟକାରିଣୀ ସଦସ୍ୟ ସତ୍ୟରଞନ ଭୂୟାଁ, ଜିଲ୍ଲା ସଭାପତି ମହାଦୀପ ଯସବନ୍ତ ମହିମା, ମହିଳା ମୋର୍ଚା ଜିଲ୍ଲା ସଭାନେତ୍ରୀ ମମତା ସ୍ୱାଇଁ, ଜିଲ୍ଲା ଓବିସି ମୋର୍ଚା ସଭାପତି ପ୍ରଶାନ୍ତ ପ୍ରଧାନ, ଜିଲ୍ଲା କୃଷକ ମୋର୍ଚା ସଭାପତି ସହଦେବ ପୃଷ୍ଟି , ଜିଲ୍ଲା ଏସ୍.ସି.ମୋର୍ଚ୍ଚା ସଭାପତି ଲକ୍ଷ୍ମୀଧର ଦଳେଇ ପ୍ରମୂଖ ଶ୍ରୀ ପାଣୀ ଙ୍କୁ ଶୁଭେଚ୍ଚା ଜଣାଇବା ସହ ତାଙ୍କର ସୁସ୍ଥ ଓ ନିରାମୟ ଜୀବନ କାମନା କରିଛନ୍ତି ।