ପଦ୍ମଶ୍ରୀ ଅନ୍ତର୍ଯ୍ୟାମୀ ମିଶ୍ର ଙ୍କୁ ସମ୍ବର୍ଦ୍ଧିତ କଲା ବିଜେପି !

ଢେଙ୍କାନାଳ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଢେଙ୍କାନାଳ ଜିଲ୍ଲା ର ସାହିତ୍ୟିକ ଓ ଗବେଷକ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର ଙ୍କୁ ପଦ୍ମଶ୍ରୀ ପୁରସ୍କାର ରେ ସମ୍ମାନିତ କରିବା ପାଇଁ ଘୋଷଣା କରିଛନ୍ତି ।

ଏହାକୁ ନେଇ ସମଗ୍ର ଢେଙ୍କାନାଳ ଜିଲ୍ଲା ବାସୀ ଆନନ୍ଦିତ । ଏ ପରିପେକ୍ଷୀରେ ବିଜେପି ପକ୍ଷରୁ ପଦ୍ମଶ୍ରୀ ଅନ୍ତର୍ଯ୍ୟାମୀ ମିଶ୍ର ଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି । ପ୍ରାକ୍ତନ ସାଂସଦ ରୁଦ୍ର ନାରାୟଣ ପାଣି, ବିଜେପି ରାଜ୍ୟ ସମ୍ପାଦକ କାଳନ୍ଦି ସାମଲ, ରାଜ୍ୟ କୃଷକ ମୋର୍ଚ୍ଚା ଉପ ସଭାପତି ରାମଚନ୍ଦ୍ର ପାତ୍ର, ଅନୁଗୁଳ ଜିଲ୍ଲା ବିଜେପି ମିଡ଼ିଆ ସେଲ ଅଧ୍ୟକ୍ଷ ପର୍ଶୁରାମ ବାରିକ ପ୍ରମୁଖ ତାଙ୍କ ବାସଭବନ ରେ ପହଞ୍ଚି ଶ୍ରୀ ମିଶ୍ର ଙ୍କୁ ସମ୍ବର୍ଦ୍ଧନା ଦେଇଥିଲେ ।

Leave A Reply

Your email address will not be published.

twenty + seventeen =