ଆମ ପ୍ରତିଭା ଆମ ସମ୍ମାନ ପକ୍ଷରୁ ବ୍ରଜନାଥ ବଡଜେନାଙ୍କ ଜୟନ୍ତୀ ପାଳିତ !

ଢେଙ୍କାନାଳ : ଜିଲ୍ଲାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଆମ ପ୍ରତିଭା ଆମ ସମ୍ମାନ ପକ୍ଷରୁ ସମର କବି ବ୍ରଜନାଥ ବଡଜେନାଙ୍କ ଜନ୍ମଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି ।

ଏହି ଦୁଇଟି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଢେଙ୍କାନାଳ ସାଂସଦ ମହେଶ ସାହୁ ସ୍ଥାନୀୟ ବି.ବି. ହାଇସ୍କୁଲ ପ୍ରାଙ୍ଗଣରେ ଥିବା ସମରକବି ବ୍ରଜନାଥ ବଡଜେନାଙ୍କ ପ୍ରତିମୂର୍ତୀରେ ମାଲ୍ୟାର୍ପଣ କରିଥିଲେ ।

ସାଂସଦଙ୍କ ଏହି କାର୍ଯ୍ୟକ୍ରମରେ ଆମ ପ୍ରତିଭା ଆମ ସମ୍ମାନ ଅନୁଷ୍ଠାନର ସଭାପତି ପ୍ରିୟରଞ୍ଜନ ମାହୁଁନ୍ତ, କୋଷାଧ୍ୟକ୍ଷ ପୂର୍ବତନ କାଉନ୍‌ସିଲର ରୁଦ୍ରାନ୍ତ ଦଳେଇଙ୍କ ସମେତ ବହୁ ସଦସ୍ଯ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

Leave A Reply

Your email address will not be published.

8 + nine =